The Ultimate Managed Hosting Platform
ADVERTISEMENT

ଚେନ୍ନାଇରେ ନିର୍ମାଣାଧୀନ କୋଠା ଭୁଶୁଡି ୯ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଚେନ୍ନାଇ : ଚେନ୍ନାଇରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ୯ ଜଣଙ୍କ ମୃତ୍ୟୁ । ଉତ୍ତର ଚେନ୍ନାଇ ଅଞ୍ଚଳରେ ଘଟିଛି ଏ ଅଘଟଣ । ମୃତ ୯ ଜଣ ଆସାମର । ଥର୍ମାଲ ପାୱାର ଷ୍ଟେସନର ନିର୍ମାଣାଧୀନ କୋଠାଟି ଭୁଶୁଡି ପଡ଼ିଥିଲା । ୫ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରାଯାଇଛି । ଆହୁରି ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଇଛି । ଘଟଣାସ୍ଥଳ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ୟ୍ୟ ଜାରି ରଖିଛି । ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login