The Ultimate Managed Hosting Platform
ADVERTISEMENT

ଟୁରିଷ୍ଟ ବେଶରେ ଗଞ୍ଜେଇ ବେପାରୀ

Facebook
Twitter
LinkedIn

ଭୁବନେଶ୍ୱର : ଟୁରିଷ୍ଟ ବେଶରେ ଗଞ୍ଜେଇ ବେପାରୀ । ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା ଆରପିଏଫ । ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ବିହାରର ଯୁବକ । ଦୁଇଟି ଟ୍ରଲିରୁ ୩୦ କେଜି ଗଞ୍ଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କା ହେବ । ଯୁବକ ଜଣକ ନିଜକୁ ଟୁରିଷ୍ଟ ପରିଚୟ ଦେଇ ଖସିଯିବାକୁ ଉଦ୍ୟମ କରିଥିଲେ । ପରେ ବ୍ୟାଗରୁ ଗଞ୍ଜେଇ ମିଳିବା ପରେ ଧରିଥିଲା ପୋଲିସ । ଗିରଫ ଯୁବକ ବିହାର ନାଳନ୍ଦା ଅଞ୍ଚଳର ପପୁ କୁମାର ବୋଲି ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login