କଟକ : ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣା । ଆସନ୍ତା କାଲି ବିଶ୍ୱ ହିନ୍ଦୁ ପରିଷଦର କଟକ ବନ୍ଦ ଡାକରା । ଗଣ୍ଡଗୋଳ ଘଟଣାରେ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ । ସୂଚନାଯୋଗ୍ୟ ଯେ, କଟକରେ ଭସାଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି । ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି ।
ଏହି ଘଟଣାକୁ ନେଇ ଅତିରିକ୍ତ ସିପି ନରସିଂହ ଭୋଳ କହିଥିଲେ, ପୋଲିସ, ଶାନ୍ତି କମିଟି ଓ ପୂଜା କମିଟି ଗୁଡିକର ସହଯୋଗ ପାଇଁ ଏକ ବଡ଼ ଅଘଟଣ ଏଡାଇ ଦିଆଯାଇ ପାରିଛି । ଏଭଳି ଘଟଣାରେ ଯେଉଁ ମାନଙ୍କର ସମ୍ପୃକ୍ତି ରହିଛି ସେମାନଙ୍କୁ ଚିହ୍ନଟ କରାଯାଇଛି । ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ଥିତି ଏବେ ସ୍ବାଭାବିକ ରହିଛି ବୋଲି ଜିଲ୍ଲାପାଳ କହିଛନ୍ତି ।
ଆସନ୍ତାକାଲି କଟକ ବନ୍ଦ ଡାକରା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







