ପୁରୀ : ହବିଷ୍ୟାଳିଙ୍କ ରହିବା ପାଇଁ ୫ଟି ସ୍ଥାନରେ ବ୍ୟବସ୍ଥା । ବୃନ୍ଦାବତୀ ନିବାସ, ନରେନ୍ଦ୍ର କୋଣ, ରେଲବ୍ୱେ କଲ୍ୟାଣ ମଣ୍ଡପ, ବଗଳା ଧର୍ମଶାଳା ଓ ମୋଚିସାହି ମ୍ୟୁନିସପାଲଟିରେ ରହଣି ବ୍ୟବସ୍ଥା ହୋଇଛି । ହବିଷ୍ୟାଳିଙ୍କ ରହଣି ସ୍ଥାନରେ ପୋଲିସର ସୁରକ୍ଷା, ଶୃଙ୍ଖଳା ଓ ସୁବିଧା ବ୍ୟବସ୍ଥା କରାଯାଇଛି । ଶ୍ୱେତଗଙ୍ଗା , ମାର୍କଣ୍ଡେଶ୍ୱର ଓ ନରେନ୍ଦ୍ର ପୁଷ୍କରିଣୀରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
Views: 69











