The Ultimate Managed Hosting Platform
ADVERTISEMENT

ଜେଲ ଓ ସବ ଜେଲରେ ଚଢାଉ

Facebook
Twitter
LinkedIn

ବରଗଡ : ବରଗଡ ଜେଲ ସମେତ ସବ ଜେଲରେ ପୋଲିସର ଚଢାଉ । ପଦ୍ମପୁର ଓ ସୋହେଲା ସବ ଜେଲରେ ମଧ୍ୟ ଚଢାଉ । ଏସପିଙ୍କ ନିଦେ୍ର୍ଦଶରେ ଜେଲ ଓ ସବ ଜେଲରେ ଚଢାଉ । ଜେଲ ଭିତରୁ ବହୁ ମାଦକ ଦ୍ରବ୍ୟ ଜବତ କଲା ପୋଲିସ । ଜେଲ ଭିତରୁ ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ । ଭାଙ୍ଗ,ବିଡି,ସିଗାରେଟ ଓ ତମାଖୁ ଜବତ ହୋଇଛି ।ସୂଚନା ଥାଉକି, କଏଦୀଙ୍କୁ ଧରିବା ପାଇଁ ତିନୋଟି ଟିମ୍ ଗଠନ କରାଯାଇଛି । ଏହି ଟିମ୍ ମଧ୍ୟ ବାହାର ରାଜ୍ୟକୁ ଯାଇ ଖୋଜାଖୋଜି କରିବା ଆରମ୍ଭ କରିଛନ୍ତି । ଜେଲରୁ କଏଦୀ ଫେରାର ହେବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି । ପାଚେରୀ ଚଢ଼ି କଏଦୀ ଫେରାର ହୋଇଛନ୍ତି । ଜେଲ୍ ପାଚେରୀରେ ଝୁଲିଥିବା କମ୍ବଳକୁ ଯୋଡ଼ି ତିଆରି କରିଥିବା ଦଉଡ଼ି ସହାୟତାରେ ପାଚେରୀ ଡେଇଁ ଚମ୍ପଟ ମାରିଛନ୍ତି ଦୁଇ କଏଦୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT

Login