The Ultimate Managed Hosting Platform
ADVERTISEMENT

ଆଜି ସନ୍ଧ୍ୟା ୭ଟା ଯାଏଁ ଇଣ୍ଟରନେଟ ବନ୍ଦ

Facebook
Twitter
LinkedIn

କଟକ : ଆଜି ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କଟକରେ ଇଣ୍ଟରନେଟ ସେବା ବନ୍ଦ । କଟକ ଜିଲ୍ଲାପାଳଙ୍କ ସୁପାରିସରେ ଗୃହ ବିଭାଗ ପକ୍ଷରୁ କଟକଣା । ସିଏମସି , ସିଡିଏ , ବୟାଳିଶ ମୈାଜାରେ କଟକଣା ବଳବତ୍ତର । ହ୍ୱାଟସଆପ, ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଓ ସ୍ନାପଚାଟ ବନ୍ଦ । କଟକଣାରୁ ବାଦ ରେଲୱେ, ବ୍ୟାଙ୍କ ଓ ବିଭିନ୍ନ ସରକାରୀ ସେବା । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଛି । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଛି ଓଡ଼ିଶା ପୋଲିସ । ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login