ମୁମ୍ବାଇ : ସିନେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ସାଢେ ୪ ଘଣ୍ଟା ଜେରା । ୬୦ କୋଟି ଟଙ୍କା ଠକେଇ ମାମଲାରେ ଜେରା କଲା ମୁମ୍ବାଇ ପୋଲିସ । ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଜେରା । ଆଜି ପର୍ଯ୍ୟନ୍ତ ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ସମେତ ୫ ଜଣଙ୍କ ବୟାନ ରେକର୍ଡ । ଠକେଇ କରିଥିବା ସଂସ୍ଥାର ନିଦେ୍ର୍ଦଶକ ଥିଲେ ଉଭୟ ଶିଳ୍ପା ଓ କୁନ୍ଦ୍ରା । ଠକେଇ ନେଇ ଜୁହୁ ଥାନାରେ ବ୍ୟବସାୟୀ ଦୀପକ କୋଠାରୀଙ୍କ ଅଭିଯୋଗ । ଖବର ମୁତାବକ, ଶିଳ୍ପାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ପୁଲିସକୁ ଦେଇଥିବା ତାଙ୍କ ବୟାନରେ କହିଛନ୍ତି ଯେ, ଠକେଇ ଅଭିଯୋଗକାରୀ ଦୀପକ କୋଠାରୀଙ୍କ ମାଲିକାନାରେ ଥିବା ଏକ ଏନବିଏଫସିରୁ ୬୦ କୋଟି ଋଣ ନିଆଯାଇଥିଲା । ଏହି ଋଣକୁ ପରେ କୋଠାରୀଙ୍କ କମ୍ପାନୀରେ ଇକ୍ୱିଟିରେ ରୂପାନ୍ତରିତ କରାଯାଇଥିଲା । ଏହି ପରିମାଣର ୨୦ କୋଟି ସେଲିବ୍ରିଟି ପ୍ରମୋସନ, ପ୍ରସାରଣ ଖର୍ଚ୍ଚ ଏବଂ ଅନ୍ୟାନ୍ୟ ବାବଦରେ ହୋଇଥିଲା । ବିପାଶା ବାସୁ ଏବଂ ନେହା ଧୂପିଆଙ୍କୁ ଏହି କାମ ପାଇଁ ଟଙ୍କା ଦିଆଯାଇଥିଲା । ରାଜ ପୋଲିସକୁ ପ୍ରମୋସନର ଫଟୋ ମଧ୍ୟ ଦେଇଛନ୍ତି । ଅନେକ କାଗଜପତ୍ର ପ୍ରଦାନ କରିଥିଲେ, ଯାହାର ଯାଞ୍ଚ କରାଯାଉଛି ।
ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଜେରା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







