The Ultimate Managed Hosting Platform
ADVERTISEMENT

କାରକୁ ପଛ ପଟୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

Facebook
Twitter
LinkedIn

ଭୁବନେଶ୍ୱର : ମର୍ମନ୍ତୁଦ ସଡକ ଦୁର୍ଘଟଣା । ପଳାଶୁଣିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ପଛରୁ ପିଟିଲା ଟ୍ରକ । ଟ୍ରକଟି ଭାରସାମ୍ୟ ହରାଇ ସିରିଜି୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଡ୍ରାଇଭର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ସୋମବାର ଦିନ ସକାଳ ସମୟରେ ପଳାଶୁଣି ଛକରେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଏକ ଟ୍ରକଟି ଭାରସାମ୍ୟ ହରାଇ ସିରିଜି୍ ଦୁର୍ଘଟଣା ଘଟାଇଛି । ଏକ କାର୍‌କୁ ପଛ ପଟୁ ଧକ୍କା ଦେଇଥିଲେ ଟ୍ରକ, ଏହାପରେ ଏକ ବାଇକ୍‌କୁ ସହିତ ମଧ୍ୟ ଧକ୍କା ଦେଇଥିଲା । ଏହି ସିରିଜ୍ ଦୁର୍ଘଟଣାରେ କାର୍‌ଟି ସଂପୂର୍ଣ୍ଣ ଭାଙ୍ଗି ଚୁର୍‌ମାର ହୋଇଯାଇଥିବା ବେଳେ ପଲ୍‌ସର ବାଇକ୍ ମଧ୍ୟ ଭାଙ୍ଗିଯାଇଛି ।

ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି । ଏହା ସହିତ ଏହି ସିରିଜ ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ପୋଲିସ ତାଙ୍କ ମୃତଦେହକୁ ଜବତ କରି ମେଡିକାଲକୁ ପଠାଇଛି । ସେହିପରି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଅନେକ ସମୟ ଧରି ରାସ୍ତାଘାଟ ଜାମ୍ ହୋଇଥିଲା । ଯାହାଫଳରେ ଲୋକମାନଙ୍କ ଯିବା ଆସିବାରେ ଅସୁବିଧା ଦେଖାଦେଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login