ଭୁବନେଶ୍ୱର : ଏସଆଇ ପରୀକ୍ଷା ମହାଘୋଟାଲା । ୧୧୯ ଜଣଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଗିରଫ ପରୀକ୍ଷାର୍ଥୀ ଓ ୫ ଦଲାଲଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କଲେ ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ ।
ଅନ୍ୟପଟେ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ପରେ ସରକାରଙ୍କ ବଡ଼ ପଦକ୍ଷେପ । ବାତିଲ ହୋଇଥିବା ପରୀକ୍ଷାର ତାଲିକା ମାଗିଲେ ସରକାର। ୨୦୨୪ ଜୁନ ଠାରୁ ଆଜି ପର୍ୟ୍ୟନ୍ତ ବାତିଲ ହୋଇଥିବା ସମସ୍ତ ପରୀକ୍ଷାର ତଥ୍ୟ ମାଗିଛନ୍ତି ରାଜ୍ୟ ସରକାର । ଏନେଇ ସମସ୍ତ ବିଭାଗକୁ ଚିଠି ଲେଖି ତାଲିକା ମାଗିଲା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ। ରିପୋର୍ଟ ଦାଖଲ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ଅତ୍ୟନ୍ତ ଜରୁରୀ ଭାବେ ବିବେଚନା କରିବାକୁ କୁହାଯାଇଛି । ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ, ଓଡ଼ିଶା ପୋଲିସ ଷ୍ଟାଫ ସିଲେକସନ ବୋର୍ଡ, ପୋଲିସ ସିଲେକସନ ବୋର୍ଡ ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ, ଓସେପା, ଓପିଏସି, ଓଏସଏସସି, ଓଏସଏସଏସସି ଓ ଷ୍ଟାଫ ସିଲେକସନ -ହାୟର ଏଜୁକେନସକୁ ହୋଇଛି ଚିଠି ।
SI ପରୀକ୍ଷା କେଁ ; ୧୧୯ ଜଣଙ୍କ ଜାମିନ ଖାରଜ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











