The Ultimate Managed Hosting Platform
ADVERTISEMENT

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

Facebook
Twitter
LinkedIn

ପଟ୍ଟାମୁଣ୍ଡାଇ : ସମୁଦ୍ରରେ ବୁଡିଲା ମାଛଧରା ବୋଟ । ସାତଭାୟା ନିକଟ ସମୁଦ୍ରରେ ବୋଟରେ ପାଣି ପଶିବାରୁ ବୁଡିଗଲା । ପହଁରି ପହଁରି କୂଳକୁ ଆସିଲେ ୮ ମତ୍ସ୍ୟଜୀବୀ । ସମୁଦ୍ରକୁ ବୋଟ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ । ସମସ୍ତେ ସୁରକ୍ଷିତ ଥିବା ସୂଚନା ରହିଛି । ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡି ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login