କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ କମିଶନର । ଦରଘା ବଡାର ଓ କଦମ ରସୁଲରେ ପୋଲିସର ଫ୍ଲାଗମାର୍ଚ୍ଚ । କଟକ ସହର ସାରା ପୋଲିସ ମୁତୟନ ଅଛନ୍ତି । ସ୍ଥିତି ଏବେ ସ୍ୱାଭାବିକ ରହିଛି । ତଥାପି କିଛି ଲୋକ ସୋସିଆଲ ମିଡିଆରେ ବିଭ୍ରାନ୍ତିକର ତଥ୍ୟ ରଖୁଛନ୍ତି । ସୋସିଆଲ ମିଡିଆରେ ବିଭ୍ରାନ୍ତିକର ତଥ୍ୟ ରଖୁଛନ୍ତି ଏବଂ ଭାଇରାଲ କରୁଛନ୍ତି । ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ ।
Views: 18