ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ନୋବେଲ । ଏକଛତ୍ରବାଦରୁ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ମାରିଆଙ୍କୁ ନୋବେଲ । ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟକା , ମିଳିଲାନି ନୋବେଲ ।
ସୂଚନାନୁଯାୟୀ, ଏକଛତ୍ରବାଦରେ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ଭେନୁଜୁଏଲାର ମାରିଆଙ୍କ ବିଶେଷ ଅନୁଦାନ ରହିଛି । ତାଙ୍କ ସଂଘର୍ଷ ନୋବେଲ କମିଟିକୁ ବିଶେଷ ଭାବରେ ଆକର୍ଷିତ କରିଥିଲା । ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ରକ୍ଷା କରିବା ଏବଂ ଏକଛତ୍ରବାଦରୁ ଗଣତନ୍ତ୍ରକୁ ନ୍ୟାୟପୂର୍ଣ୍ଣ ଏବଂ ଶାନ୍ତିପୂର୍ଣ୍ଣ ରୂପାନ୍ତରଣ ହାସଲ କରିବା ପାଇଁ ତାଙ୍କ ନେତୃତ୍ୱ ପାଇଁ ମାରିଆ କୋରିନା ମାଚାଡୋଙ୍କୁ ନୋବେଲ କମିଟି ନିଷ୍ପତ୍ତି ନେଇଛି । ମାଚାଡେ ଭେନୁଜୁଏଲାର ବିରୋଧୀ ଦଳ ନେତା । ଅତୀତରେ ଲାଟିନ୍ ଆମେରିକାରେ ନାଗରିକଙ୍କ ସାହସର ସର୍ବଶ୍ରେଷ୍ଠ ଉଦାହରଣ ସାଜିଥିଲେ ମାରିଆ କୋରିନା ।
ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











