The Ultimate Managed Hosting Platform
ADVERTISEMENT

ପୀତବାସ ହତ୍ୟା ମାମଲାରେ ବଡ ଅପଡେଟ ; ୫୦ ଜଣଙ୍କୁ ଜେରା

Facebook
Twitter
LinkedIn

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ ଅପଡେଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା । ଅଦ୍ୟାବିଧି ୫୦ ଜଣଙ୍କୁ ଜେରା କରାଯାଇଥିବା ବ୍ରହ୍ମପୁର ଏସପିଙ୍କ ସୂଚନା । ତେବେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରିବା ଘଟଣା ସାରା ରାଜ୍ୟରେ ଚହଳ ପକାଇଥିଲା । ଏହାକୁ ବିରୋଧ କରି ଆଇନଜୀବୀ ସଂଘ କଲମ ଛାଡ ଆନେ୍ଦାଳନ କରିଥିଲେ ।
ଗତକାଲି ଅପରାଧିଙ୍କୁ ଧରିବା ପାଇଁ ୬ଟି ଟିମ ଗଠନ ହୋଇଥିଲା । ବରିଷ୍ଠ ଅଧିକାରୀ ଏଥିରେ ସ୍ଥାନିତ ହୋଇଥିଲେ । ଡିଏସପି ରାଙ୍କର ଅଧିକାରୀ ମାମଲାର ଆଇଓ ରହିଛନ୍ତି । ୫୦ରୁ ଅଧିକ ସିସିଟିଭି ଯାଞ୍ଚ ହୋଇଥିଲା । ଘଟଣା ସ୍ଥଳରୁ ସାଇଣ୍ଟିଫିକ୍ ଟିମ ଗୁଳି ଓ ଖୋକା ସହ ଅନ୍ୟ ତଥ୍ୟ ସଂଗ୍ରହ ହୋଇଥିଲା । ବାହାରର ସୁପାରୀ କିଲରକୁ ବାଲି ମାଫିଆ ନିୟୋଜିତ କରିଥିବା ନେଇ ଚର୍ଚ୍ଚା ହେଉଥିଲା । ହତ୍ୟା ପଛରେ ଗଞ୍ଜାମ ଜିଲ୍ଲାର ବାଲି ମାଫିଆଙ୍କ ସମ୍ପୃକ୍ତି ନେଇ ଅନୁମାନ କରାଯାଉଛି । ପୋଲିସ ଏଦିଗରେ ମଧ୍ୟ ଅଧିକ ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login