The Ultimate Managed Hosting Platform
ADVERTISEMENT

CBI ଜାଲରେ RPF ହାବିଲଦାର

Facebook
Twitter
LinkedIn

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ । ଜରି ବୋତଲ ଗୋଟାଳିଙ୍କଠୁ ଲାଞ୍ଚ ନେଲା ବେଳେ ମାଡିବସିଲା ସିବିଆଇ । ଏ ନେଇ ସିବିଆଇ ପକ୍ଷରୁ କୈାଣସି ପ୍ରତିକ୍ରିୟା ମିଳିପାରିନି । ଜେରା ବେଳେ ମହମ୍ମଦ ଅସରା ସିବିଆଇକୁ କହିଛି, ସେ ବନ୍ଧମୁଣ୍ଡା ଆରପିଏଫ ଇନ୍ସପେକ୍ଟର ଅରୁଣ ଟୋକାସଙ୍କ କହିବା ଅନୁସାରେ ମହିଳା ବେପାରୀଙ୍କ ପାଖରୁ ୧୫ ହଜାର ଟଙ୍କା ନେବା ପାଇଁ ଆସିଥିଲେ । ବର୍ତ୍ତମାନ ସିବିଆଇ ଟିମ ଘଟଣାର ତଦନ୍ତ କରିବା ସହିତ ବନ୍ଧମୁଣ୍ଡା ଆରପିଏଫ ଇନ୍ସପେକ୍ଟର ଅରୁଣ କୁମାର ଟୋକାସକୁ ଗିରଫ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login