The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରକୁ RED ZONE ଘୋଷଣା

Facebook
Twitter
LinkedIn

ପୁରୀ : ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ପଦକ୍ଷେପ । RED ZONE ଅବଧି ୩ ବର୍ଷ ରହିଛି । ୨୦୨୮ ସେଫ୍ଟେମ୍ବର ୨୫ ବୈଧତା । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଥିଲା । ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login