The Ultimate Managed Hosting Platform
ADVERTISEMENT

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା ସମ୍ଭାବନା । ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ୟ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ । ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ । ଏକ ମିଶ୍ରଣ ପର୍ବ ମାଧ୍ୟମରେ ଢୋଲକିଆ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ତେବେ ମିଶ୍ରଣ ପର୍ବରେ ବସନ୍ତ ପଣ୍ଡା, ସୁରେଶ ପୂଜାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଗୋଟିଏ ପଟେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି । ଅନ୍ୟପଟେ ବିଜେପି କି ବିଜେଡି ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହାଁନ୍ତି । ବିଳମ୍ବ ହେଉଥିବାରୁ ବିଜେପି, ବିଜେଡି ପ୍ରାର୍ଥୀ କିଏ ହେବ, ସେନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି। ସେଥିପାଇଁ ଜୟ ଢୋଲକିଆ ଏବେ ଫୋକସ୍ରେ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login