The Ultimate Managed Hosting Platform
ADVERTISEMENT

ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା

Facebook
Twitter
LinkedIn

ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି ଆଦିବାସୀଙ୍କୁ ଗୁରୁତ୍ୱ ଦିଆଯାଇଛି । ଆଦିବାସୀମାନେ ବିକ୍ରି ହୋଇଥିବା ଲୋକଙ୍କୁ ଘୃଣା କରନ୍ତୁ । ତେଣୁ ଅନୁକମ୍ପା ଆଉ କାମ ଦେବନି କହିଲେ ବିଧାୟକ ତାରା ବାହିନୀପତି । ଏଆଇସିସିର ଦାୟିତ୍ୱରେ ଯେଉଁମାନେ ଅଛନ୍ତି ସେମାନେ ପ୍ରଚାର କରିବେ । ନବୀନ ପଟ୍ଟନାୟକଙ୍କ ସହ ଲୋକ ଆଉ ନାହାନ୍ତି ବୋଲି କହିଛନ୍ତି ତାରା ବାହିନୀପତି । ଲୋକ ନବୀନଙ୍କ ସହ ଥିଲେ ତାଙ୍କ ପ୍ରାର୍ଥୀ ବିଜେପିକୁ ଯାଇ ନ ଥାନ୍ତେ । ବିଜେଡିକୁ ପ୍ରାର୍ଥୀ ମିଳୁ ନାହାନ୍ତି, ବାହାର ଦଳର ଆମଦାନୀ କରିବାକୁ ବସିଲେଣି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login