The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବ କମିଟି ମୁଖ୍ୟ । ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରିଶ ମୁର୍ମୁଙ୍କ ସୂଚନା । ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି । କେତେକ ଜିନିଷ ନିଜକୁ କରିବାକୁ ହେବ ଆଉ କିଛି ସରକାର କରିବେ । କାହାକୁ ହଇରାଣ କରିବାକୁ ନୁହେଁ , ଶ୍ରୀମନ୍ଦିର ସୁରକ୍ଷା ପାଇଁ । ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ ।ସେହିପରି ଫାୟାର ସେଫଟି ଏବଂ ଇଲେକ୍ଟ୍ରି ସେଫଟି ଉପରେ ବି ବୈଠକରେ ଫୋକସ ଦିଆଯାଇଥିଲା । ପୂର୍ବତନ ସିଏଜି ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଗିରୀଶ ମୁର୍ମୁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସବ କମିଟିର ଅନ୍ୟ ୮ ସଦସ୍ୟ ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT

Login