The Ultimate Managed Hosting Platform
ADVERTISEMENT

ପୁଣି ଇସ୍କନର ଅଦିନିଆ ରଥଯାତ୍ରା

Facebook
Twitter
LinkedIn

ଉତ୍ତରାଖଣ୍ଡ : ପୁଣି ଅଦିନିଆ ରଥଯାତ୍ରା ପାଳନ କଲା ଇସ୍କନ । ଉତ୍ତରାଖଣ୍ଡ ରିଷିକେଶ ମଧୁବନ ଆଶ୍ରମରେ ପାଳନ ହେଲା । ୭ ତାରିଖରେ ବିଧି ପରମ୍ପରା ଭାଙ୍ଗି ପାଳନ ହେଲା ରଥଯାତ୍ରା । ଗତ ୭ ତାରିଖ ସକାଳେ ମଧୁବନ ଆଶ୍ରମ ଠାରୁ ବାହାରି ତ୍ରିବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଲୱ ରୋଡ୍ ରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି । ବିଧି ପରମ୍ପରା ଭାଙ୍ଗି ଇସ୍କନ ବାରମ୍ବାର ଅଦିନିଆ ରଥଯାତ୍ରା କରୁଛି । ଚଳିତମାସରେ ମଧୁବନ ଆଶ୍ରମ ରିଷିକେଷ ଦ୍ବାରା ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଚାରିଚକିଆ ଗାଡ଼ିରେ ନିଆଯାଉଥିବା ଦେଖିବାକୁ ମିଳିଛି ।
ଅନ୍ୟପଟେ ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ଗତମାସ ଅର୍ଥାତ ସେପ୍ଟେମ୍ବର୬ରେ ଗଜପତିଙ୍କ ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଥିଲା । ନୀତି ଓ ପରମ୍ପରାକୁ ନମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ଗଜପତିଙ୍କ ଦ୍ଵାରା ଇସ୍କନକୁ ଚିଠି ଲେଖାଯାଇଥିଲା

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login