ଭୁବନେଶ୍ୱର : ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ । ଭୁବନେଶ୍ୱର ଡିସିପି ଜଗମୋହନ ମୀନଙ୍କ କଡା ନିଦେ୍ର୍ଦଶ । ଉଚ୍ଚ ଶବ୍ଦ ସମ୍ପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ । ଗ୍ରୀନ କ୍ରାକର ଫୁଟାଇବା ପାଇଁ ପୋଲିସର ଅନୁରୋଧ । ମଦ ପିଇ ଗାଡି ଚଳାଇଲେ ଅଟକ ରହିବେ ଚାଳକ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ ଆଲର୍ଟ ପାଇଁ ନିଦେ୍ର୍ଦଶ । ବେଆଇନ ବାଣ ବିକିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି । ସବୁ ବାଣ ଦୋକାନ ଗୁଡିକରେ ପୋଲିସ ଯାଞ୍ଚ କରୁଛି । ଦୀପାବଳି ଦିନ ପୋଲିସ ସହର ସାରା ପେଟ୍ରୋଲିଂ କରିବାକୁ ସବୁ ଥାନା ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିସିପି.ଜଗମୋହନ ମିନା ।
ସେହିପରି ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ କିଛି ଦିନ ପୂର୍ବରୁ ଗାଇଡଲାଇନ୍ ଆସିଥିଲା । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ୟ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରିଥିଲା । ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ ।
ଭୁବନେଶ୍ୱରରେ ରାତି ୯ ପରେ ବାଣଫୁଟା ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







