The Ultimate Managed Hosting Platform
ADVERTISEMENT

୨୧ ସୁଦ୍ଧା ଲଘୁଚାପ , ପରେ ଅବପାତ

Facebook
Twitter
LinkedIn

ଭୁବନେଶ୍ୱର : ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତ ସମ୍ଭାବନା । ଦକ୍ଷିଣ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ । ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ।
ଲଘୁଚାପ ଓ ଅବପାତ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରାଙ୍କ ସୂଚନା । ବର୍ତ୍ତମାନ ସୁଦ୍ଧା କେବଳ ୨୧ରେ ଲଘୁଚାପ , ୨୩ ସୁଦ୍ଧା ଅବପାତ ଆକଳନ । ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବା ସମ୍ଭାବନା । ଓଡିଶା ପାଇଁ କୈାଣସି ପ୍ରକାର ସତର୍କ ସୂଚନା ଜାରି କରିନୁ । ୨୧ ପୂର୍ବରୁ ମତ୍ସଜୀବୀ କୂଳକୁ ଫେରି ଆସିବା ଦରକାର । ଲଘୁଚାପ ସୃଷ୍ଟି ହେବା ପରେ ତୀବ୍ରତା ନେଇ ଆକଳନ କରିହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login