The Ultimate Managed Hosting Platform
ADVERTISEMENT

ଖଲ୍ଲିକୋଟ କୈଠଡା ଗାଁରେ ବାଣ ବିସ୍ଫୋରଣ , ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଖଲ୍ଲିକୋଟ : ବାଣ ବିସ୍ଫୋରଣରେ ଜଣେ ମୃତ । ବାଣ ଭିଡ଼ୁଥିବା ବେଳେ ଘଟିଛି ଅଘଟଣ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କୈଠଡା ଗାଁରେ ଘଟିଛି ଅଘଟଣ । ବେଆଇନ ଭାବେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ହେବାରୁ ପିଣ୍ଟୁ ପଲେଇଙ୍କ ମୃତ୍ୟୁ ଘଟିଛି । ବିସ୍ପୋରଣରେ ପିଣ୍ଟୁଙ୍କ ଗୋଟିଏ ଗୋଡ଼ ଓ ଗୋଟିଏ ହାତ ପୋଡ଼ି ଯାଇଥିଲା । ଗୁରୁତର ଭାବେ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ପହଞ୍ଚି ଖଲ୍ଲିକୋଟ ଥାନା ପୋଲିସ ତଦନ୍ତ ଆରମ୍ଭ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login