The Ultimate Managed Hosting Platform
ADVERTISEMENT

ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ

Facebook
Twitter
LinkedIn

ନୂଆପଡା : ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ପ୍ରଥମେ ନୂଆପଡ଼ା ତେଲିପଡ଼ା ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନିଜର ସମର୍ଥକଙ୍କ ଗହଣରେ ନୂଆପଡ଼ା ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ତାଙ୍କ ସହ ଟୁକୁନି ସାହୁ, ରିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରମିଳା ମଲ୍ଲିକ, ପ୍ରସନ୍ନ ଆଚାର୍ୟ୍ୟ, ସଂଜୟଦାସ ବର୍ମାଙ୍କ ସମେତ ବହୁ ବରିଷ୍ଠ ଦଳୀୟ ନେତା ଓ ନେତ୍ରୀ ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login