ବ୍ରହ୍ମପୁର : ବିଜେଡି ନେତା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ । ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ । ପୂର୍ବତନ ମେୟର ଶିବ ଶଙ୍କର ଦାସ (ପିଣ୍ଟୁ) ଗିରଫ । କର୍ପୋରେଟର ମଳୟ ବିଷୋୟୀ ବି ଗିରଫ । ବିକ୍ରମଙ୍କ ନିକଟତମ ସହଯୋଗୀ ମଦନ ଦଳେଇ ଗିରଫ । ୨ ଜଣ ସାର୍ପ ସୁଟର , ରେକ୍ କରୁଥିବା ବ୍ୟକ୍ତି , ଆଉ ଜଣେ ଗିରଫ । ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା । ଘରକୁ ଫେରିବା ବାଟରେ ଖୁବ ନିକଟରୁ ଗୁଳି କରାଯାଇଥିଲା ।
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଏସପିଙ୍କ ବଡ ଖୁଲାସା । ସାର୍ପ ସୁଟର ୧୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲା । ଚିଣ୍ଟୁ ପ୍ରଧାନ ଗାଡି ଚଳାଇଥିଲେ , କୁରୁପତି ଭୂୟାଁ ଗୁଳି ଚଳାଇଥିଲେ । ମଳୟ ବିଷୋୟୀ ଓ ମଦନ ଦଳେଇ ପୂରା ଷଡଯନ୍ତ୍ର କରିଥିଲେ । ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡ ଯନ୍ତ୍ର କରାଇଥିଲେ । ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡ ଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା । ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସଙ୍କ ଠାରୁ ୫୦ ଲକ୍ଷ ଆଣିବାର ବ୍ୟବସ୍ଥା ହୋଇଥିଲା । ଉମା ବିଷୋୟୀ ପାଖରେ ସବୁ ଡିଲ ଟଙ୍କା ରହିଛି ବୋଲି କହିଛନ୍ତି ବ୍ରହ୍ମପୁର ଏସପି । ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଛି । ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧିକ ଷଡଯନ୍ତ୍ର ପ୍ରମାଣ ମିଳିଛି ।
ବିଜେଡି ନେତା ବିକ୍ରମ ପଣ୍ଡା ଗିରଫ ; ଅପରାଧିକ ଷଡଯନ୍ତ୍ର ରଚାଇଥିଲା ବିକ୍ରମ , ୫୦ ଲକ୍ଷର ହୋଇଥିଲା ଡିଲ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







