The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଖୁବଶୀଘ୍ର ସ୍ଥାୟୀ ଅଧ୍ୟାପକ ନିଯୁକ୍ତି-ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରା । ତା ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ । ୪୮୮ ଓ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ । ଆସନ୍ତା ୩୧ ସୁଦ୍ଧା ଏଚଆଇଏମଏସ ପୋର୍ଟାଲରେ ଆବେଦନ କଲେ ମିଳିବ ନିଯୁକ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login