The Ultimate Managed Hosting Platform
ADVERTISEMENT

Cyclone Montha Update : ‘୨୬ରୁ ସମୁଦ୍ରକୁ ଯାଅନି’

Facebook
Twitter
LinkedIn

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କଲା ପାଣିପାଗ କେନ୍ଦ୍ର । ୨୬ ତାରିଖରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ । ସମୁଦ୍ର ଅଶାନ୍ତ ରହିବାରୁ ୨୯ ଯାଏଁ ଭିତରକୁ ନ ଯିବାକୁ ପରାମର୍ଶ । ୨୭ରେ ବାତ୍ୟା ସମ୍ଭାବନା ନେଇ ପାଣିପାଗ ବିଭାଗର ଆକଳନ। ୨୭ ତାରିଖ ସକାଳେ ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନିକ ଷ୍ଟର୍ମ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହେବ । କାଲି ସୁଦ୍ଧା ଅଧିକ ଘନୀଭୂତ ହୋଇ ଡିପ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବାତ୍ୟାରେ ପରିଣତ ହେବ। ବାତ୍ୟା ସୃଷ୍ଟିହେବା ପରେ ଏହାର ନାଁ ରହିବ ମୋନ୍ଥା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login