The Ultimate Managed Hosting Platform
ADVERTISEMENT

ଅତି ନୃଶଂସ ଭାବରେ ପାନ ଦୋକାନୀଙ୍କ ଜୀବନ ନେଇଗଲେ

Facebook
Twitter
LinkedIn

ଜଗତସିଂହପୁର : ପାନ ଦୋକାନୀଙ୍କ ଜୀବନ ନେଇଗଲେ । ଜଗତସିଂହପୁର ସଦର ଥାନା ଯୋଗଧାରି ଠାରେ ନୃଶଂସ ଭାବରେ ଜୀବନ ନେଇଛନ୍ତି ଦୁବୃର୍ତ୍ତ । ମୃତକ ହେଲେ ବଳରାମପୁର ପଞ୍ଚାୟତ ଗୋପ ଗ୍ରାମର ଚୈତନ୍ୟ ପୋଥାଳଙ୍କ ପୁଅ ଜ୍ଞାନ ରଂଜନ ପୋଥାଳ । ସେ ଯୋଗଧାରି ଛକରେ ନିଜ ପାନଦୋକାନ ବନ୍ଦ କରି ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ତାଙ୍କୁ କେହି ହତ୍ୟା କରିଛି । ତାଙ୍କୁ କିଏ ଆଉ କାହିଁକି ହତ୍ୟା କଲା କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରୁ କଟୁରୀ ଜବତ କରି ତଦନ୍ତ କରୁଛି ସଦର ଥାନା ପୋଲିସ । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login