ପୁରୀ : ଖୋଲିବ ଗୁଣ୍ଡିତା ମନ୍ଦିର । ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ । ଏ ନେଇ ସୂଚନା ଦେଲେ ପୈାରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ସମୀକ୍ଷା ପରେ ସୂଚନା ମିଳିଛି । ସକାଳୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ । ୨୦ ଜଣ ଜେଟିପି ସ୍କ୍ୱାଡ ଜଗିବେ , ମନ୍ଦିର ଚତୁଃପାଶ୍ୱର୍ ସଫା କରାଯିବ । ସମସ୍ତ ଦୋକାନ ଉଚ୍ଛେଦ କରାଯିବ ।
Views: 67











