The Ultimate Managed Hosting Platform
ADVERTISEMENT

ବରିଷ୍ଠ ବିଜେପି ନେତା ଶଙ୍କର ପରିଡାଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ଶଙ୍କର ପରିଡାଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । ୬୨ ବର୍ଷ ବୟସରେ ଆକô ବୁଜିଲେ ଶଙ୍କର ପରିଡା । ପରଲୋକ ନେଇ ପରିବାର ପକ୍ଷରୁ ସୂଚନା । ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ । ସେ ତୃଣମୂଳ ସ୍ତରରେ ବିକାଶ ଏବଂ ଜନ କଲ୍ୟାଣ ପାଇଁ ପ୍ରୟାସ କରିଥିଲେ। ତାଙ୍କର କବିତା ଏବଂ କାହାଣୀ ଯୋଗୁ ସେ ସମଗ୍ର ଓଡ଼ିଶାରେ ପ୍ରଶଂସା ଅର୍ଜନ କରିଥିଲେ। ତାଙ୍କ ମୃତ୍ୟୁରେ, ରାଜ୍ୟ ସାରା ବିଜେପି ନେତା ଏବଂ ନାଗରିକମାନେ ତାଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି,ଆମ ଦଳର ବରିଷ୍ଠ ନେତା ତଥା ସୁସାହିତ୍ୟିକ ଶଙ୍କର୍ଷଣ ପରିଡାଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ ଓ ମର୍ମାହତ। ତାଙ୍କର ଦେହାନ୍ତ ଓଡ଼ିଶା ରାଜନୀତି ଓ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login