ସୁବର୍ଣ୍ଣପୁର : ଧର୍ମଶାଳା ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ବୀରମହାରାଜପୁର ଥାନା ପୋଲିସ ଦ୍ୱାରା ୨ ଜଣ ଅଟକ । ଏନେଇ ବୀରମହାରାଜପୁର ଥାନାରେ ଶନିବାର ସକାଳେ ପୀଡ଼ିତା ଲିଖିତ ଅଭିଯୋଗ କରିଛନ୍ତି। ସୂଚନାରୁ ପ୍ରକାଶ, ଗତକାଲି ହିକୁଡି ଗ୍ରାମର ଜଣେ ଯୁବତୀ (୨୦) ଏକ ଘରୋଇ କମ୍ପାନିରୁ କାର୍ୟ୍ୟ ସାରି ଘରକୁ ଫେରୁଥିଲେ। ସନ୍ଧ୍ୟା ୫.୩୫ରେ ଘରକୁ ଫେରୁଥିବା ବେଳେ ହିକୁଡି ଆଇଟି ଆଇ କଲେଜ୍ ପାଖରେ ଥିବା ବନ୍ଧ ପାଖରେ ତିନି ଜଣ ମୁଖାପିନ୍ଧା ଯୁବକ ତାଙ୍କୁ ଅଟକାଇ ଏକ ତରଳ ପଦାର୍ଥ ସ୍ପ୍ରେ କରିଥିଲେ। ଏହାପରେ ପୀଡ଼ିତା ଚେତା ହରାଇଥିଲେ। ଏହାପରେ ଯୁବକମାନେ ପୀଡ଼ିତାଙ୍କୁ ଏକ ବିଲକୁ ଟାଣି ନେଇ ଦୁଷ୍କର୍ମ କରିଥିଲେ। ଯୁବତୀ ଜଣକ ଚେତା ଆସିବା ପରେ ଘରକୁ ଯାଇ ସବୁକଥା କହିଥିବା ବେଳେ ପରିବାର ଲୋକ ବୀରମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପ୍ରଥମେ ଧର୍ମଶାଳା ଫାଣ୍ଡି ଅଧିକାରୀ ବସନ୍ତ କୁମାର ରଥ ଘଟଣା ସ୍ଥଳରେ ପହଞ୍ଚି ଘଟଣା ସଂପର୍କରେ ଉଚ୍ଚ ପୁଲିସ୍ ଅଧିକାରୀଙ୍କୁ ଜଣାଇଥିଲେ। ଶନିବାର ସକାଳେ ପୀଡ଼ିତା ବୀରମହାରାଜପୁର ଥାନାରେ ଲିଖିତ ଅଭିଯୋଗ କଲାପରେ ବୀରମହାରାଜପୁର ଥାନା କେସ୍ ନମ୍ବର ୨୨୯/୨୫ରେ ଏକ ମାମଲା ରୁଜ୍ଜୁ କରି ଇନସ୍ପେକ୍ଟର ଅବିନାଶ ପ୍ରଧାନ ଅଧିକ ତଦନ୍ତ ଚଳାଇଛନ୍ତି।
ବୀରମହାରାଜପୁରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







