ବଣାଇ : ଶିଷ ଡିହି ଗାଁ ନିକଟରେ ବିଦ୍ୟୁତ ତାର ଲାଗି ଯୁବକ ମୃତ । ବାରହା ଶିକାର ପାଇଁ ବିଛାଯାଇଥିବା ତାରରେ ଲାଗି ମୃତ୍ୟୁ ହୋଇଥିବା ସନେ୍ଦହ କରାଯାଉଛି । ଅନ୍ୟଜଣେ ଯୁବତୀ ଗୁରୁତର ହୋଇଛନ୍ତି । ତାଙ୍କୁ ଆଇଜିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Views: 53

ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...