The Ultimate Managed Hosting Platform
ADVERTISEMENT

ବିଜେପିରେ ସାମିଲ ହୋଇପାରନ୍ତି ଅମର !

Facebook
Twitter
LinkedIn

ଭୁବନେଶ୍ୱର : ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଆଜି ବିଜେଡି ଛାଡି ବିଜେପିରେ ସାମିଲ ହୋଇପାରନ୍ତି ଅମର । ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ । ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ୍ ବୋଲି ଚର୍ଚ୍ଚା ଜୋର୍ ଧରିଛି । ତାଙ୍କ ସହ ନୂଆପଡ଼ାର କିଛି ବିଜେଡ଼ି ନେତା ବିଜେପିରେ ସାମିଲ୍ ହେବା ନେଇ ମଧ୍ୟ ଚର୍ଚ୍ଚା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login