The Ultimate Managed Hosting Platform
ADVERTISEMENT

ନବୀନଙ୍କ ଟିପ୍ପଣୀ ଖରାପ ଲାଗିଛି ; ଜୟ

Facebook
Twitter
LinkedIn

ନୂଆପଡା : ନବୀନଙ୍କ ପ୍ରଚାରକୁ ନେଇ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା । ନବୀନ ମୋ ବାପା ଭଳି, ତାଙ୍କ ଟିପ୍ପଣୀରେ ବେଶୀ କିଛି କହିବାର ନାହିଁ । ହସ୍ପିଟାଲରେ ବାପା ମୃତ୍ୟୁ ସହ ସଂହ୍ରାମ କଲାବେଳେ ଆସିଲେନି । ଫୋନ କରି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ମଝ ପଚାରିଲେନି । ବାପାଙ୍କ ଦେହାନ୍ତ ପରେ ବି ଶ୍ରଦ୍ଧାଞ୍ଜଳି ସଭାକୁ ଆସିଲେନି । ନିର୍ବାଚନ ପ୍ରଚାରରେ ନବୀନଙ୍କ ପେରି କଥା ମୋତେ ଖରାପ ଲାଗିଛି । ନୂଆପଡାବାସୀଙ୍କ ସହାନୁଭୂତି ସବୁବେଳେ ମୋ ସହିତ ରହିବ । ପ୍ରାର୍ଥୀ କେବେ ଚୋରି କରାଯାଏନି। ମୁଁ ନିଜେ ବିଜେପିରେ ଯୋଗ ଦେଇଛି। ମୋତେ କେହି ଚୋରି କରିନାହାନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏଭଳି ନିମ୍ନସ୍ତରର ଟିପ୍ପଣୀ ମୋତେ ଖରାପ ଲାଗିଛି। ସେ ବାପା ଭଳି ତାଙ୍କ ମୁହଁରୁ ଏଭଳି କଥା ବାହାରିବ, ମୁଁ କେବେ ଆଶା କରିନଥିଲେ। ନବୀନ ଯେତେ ଯାହା କହିଲେ ବି ନୂଆପଡ଼ାବାସୀଙ୍କର ସହାନୁଭୂତି ମୋ ସହିତ ରହିଛି। ଆଜି ଏଭଳି ପ୍ରତିକ୍ରି୍ୟା ରଖିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login