The Ultimate Managed Hosting Platform
ADVERTISEMENT

ଟ୍ରକ-କାର ଧକ୍କା , ୬ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ବାରବାଙ୍କୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟ୍ରକ ଦ୍ରୁତଗତିରେ ଆସି ଏକ କାରକୁ ଧକ୍କା ଦେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ସେମାନଙ୍କ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ବାରବାଙ୍କୀର ଦେବା ଥାନା ଅଞ୍ଚଳରେ କୁତଲପୁର କଲ୍ୟାଣୀ ନଦୀ ପୋଲ ନିକଟରେ ହୋଇଛି । ଏଠାରେ ଏକ ଟ୍ରକଦ୍ରୁତଗତିରେ ଆସି ଏକ କାରକୁ ଧକ୍କା ଦେଇଥିଲା । କାରଟି ବାରବାଙ୍କୀରୁ ଫତେହପୁର ଆଡ଼କୁ ଯାଉଥିଲା । ସେତେବେଳେ ଏକ ଟ୍ରକ କାରକୁ ଧକ୍କା ଦେଇଥିଲା । ଧକ୍କା ହେବା ପରେ କାରର ଉପର ଉଡ଼ିଯାଇଥିଲା । ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login