The Ultimate Managed Hosting Platform
ADVERTISEMENT

ଆଜି ମୋଦୀ-ବାଇଡେନ ବୈଠକ । ହେବ ଦ୍ୱିପାକ୍ଷିକ ଆଲୋଚନା

Facebook
Twitter
LinkedIn

ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନଙ୍କ ସହ ଆଜି ଦ୍ୱିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭର୍ଚୁଆଲ ମୋଡରେ ହେବ ଦ୍ୱିପାକ୍ଷିକା ଆଲୋଚନା । ଟୁ ପ୍ଲସ ଟୁ ଦ୍ୱିପାକ୍ଷିକ ଆଲୋଚନାରେ ବିଶ୍ୱ ଅର୍ଥନୀତି ଓ ଇଣ୍ଡୋ-ପେସିଫିକ୍ ଅଞ୍ଚଳର ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ହେବ । ଏଥିରେ ଦୁଇ ଦେଶର ବିଦେଶ ମନ୍ତ୍ରାଳୟ ଓ ପ୍ରତିରକ୍ଷା ମନ୍ତ୍ରାଳୟର ଉଚ୍ଚ ଅଧିକାରୀ ମଧ୍ୟ ସାମିଲ ହେବେ ବୋଲି ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ୟୁକ୍ରେନ ଉପରେ ରୁଷର ଆକ୍ରମଣ ପ୍ରସଙ୍ଗ ମଧ୍ୟ ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ଆଲୋଚନାରେ ସ୍ଥାନ ପାଇପାରେ । ରୁଷ ଆକ୍ରମଣ ପରେ ବିଶ୍ୱ ଖାଦ୍ୟ ଯୋଗାଣ ଗମ୍ଭୀର ପ୍ରଭାବିତ ହୋଇଛି, ଅନ୍ତର୍ଜାତୀୟ ବଜାର ଉପରେ ଏହାର ପ୍ରଭାବ ପଡିଛି । ସେହିପରି ରୁଷଠୁ ଅଶୋଧିତ ତୈଳ ଭାରତ କିଣୁଥିବାରୁ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ହେବା ସମ୍ଭାବନା ରହିଛି । ପୂର୍ବରୁ ଜାତିସଂଘ ମହାସଭାରେ ରୁଷ ବିରୋଧରେ ବିଭିନ୍ନ ପ୍ରସ୍ତାବରେ ଭୋଟ ବେଳେ ସାମିଲ ହୋଇ ନାହିଁ ଭାରତ । ତେଣୁ ରୁଷ ବିରୋଧରେ ମତ ଦେବାକୁ ଭାରତ ଉପରେ ଚାପ ପକାଇ ପାରନ୍ତି ଜୋ ବାଇଡେନ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login