The Ultimate Managed Hosting Platform
ADVERTISEMENT

କୋଲକତାରେ ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Facebook
Twitter
LinkedIn

କୋଲକତା : କୋଲକତାରେ ଭୟାବହ ଅଗ୍ନିକାଣ୍ଡ । ବଡ଼ବଜାର ଏଜରା ଷ୍ଟ୍ରିଟର ଏକ ଇଲୋକ୍ଟ୍ରୋନିକ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଅଗ୍ନିକାଣ୍ଡ ହେବା ଯୋଗୁଁ ବ୍ୟାପକ କ୍ଷୟକ୍ଷତିର ସୂଚନା ମଳିଛି । ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । କିନ୍ତୁ ଏପର୍ୟ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପିଷ୍ଟ ରହିଛି । ଏହାରି ମଧ୍ୟରେ ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ଅଗ୍ନିକାଣ୍ଡକୁ ଆୟତ୍ତ କରିବାରେ ସଫଳ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login