The Ultimate Managed Hosting Platform
ADVERTISEMENT

୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ଫୁଲବାଣୀ : ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ । ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ । ଉନଗା କାଲମୁ ଓ ମାସେ ମାଡଭିଙ୍କ ଆତ୍ମସମର୍ପଣ କରିଥିବା ସୂଚନା ରହିଛି । ଉଭୟ ଛତିଶଗଡର ହୋଇଥିବା ଜଣାପଡିଛି । ଉଭୟେ ୨୦୧୮ରୁ ସିପିଆଇ ମାଓବାଦୀ ସଂଗଠନରେ କାମ କରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login