ବିହାର : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର । ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ନୀତୀଶ କୁମାର । ଆସନ୍ତା ୧୯ରେ ବିଧାନସଭା ଭଙ୍ଗ କରିବା ନେଇ ଦେଲେ ସୂଚନା । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି । ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା । ବହୁମତ ହାସଲ କରି ଏବେ ସରକାର ଗଢ଼ିବାକୁ ପ୍ରସ୍ତୁତ ହେଉଛି NDA ।
Views: 53











