The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ବୋର୍ଡ ନିଗମ ନିଯୁକ୍ତି ; ବିଜୟପାଲ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ବୋର୍ଡ ନିଗମ ନିଯୁକ୍ତି କହିଲେ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ବିଜେପି ତିଆରି କରି ସାରିଛି ତାଲିକା, କେନ୍ଦ୍ର ମଞ୍ଜୁରୀକୁ ଅପେକ୍ଷା । ଏବେ ହେବାର ନାହିଁ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ । ରାଜ୍ୟ ସରକାରଙ୍କ ୧୬ ମାସର କାର୍ଯ୍ୟରୁ ନୂଆପଡାରେ ଏକତରଫା ବିଜୟ । ସୂଚନାଯୋଗ୍ୟ, ବିଜୟପାଲ ସିଂ ତୋମାର୍ ଗତ ସେପ୍ଟେମ୍ବର ମାସରେ କହିଥିଲେ, ଚଳିତ ମାସରେ ବହୁତ କିଛି ହେବାକୁ ଯାଉଛି। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଖୁବ ଶୀଘ୍ର ଏନେଇ କାର୍ୟ୍ୟକ୍ରମ ନିର୍ଣ୍ଣୟ ହେବ। ମୋଦୀଜୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ। ପ୍ରଧାନମନ୍ତ୍ରୀ ଯେତେବେଳେ ଓଡ଼ିଶା ଗସ୍ତରେ ଆସନ୍ତି, ସେତେବେଳେ ଓଡ଼ିଶାକୁ କିଛି ନା କିଛି ଦେଇ କରି ଯାଇଥାନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ପ୍ରଧାନମନ୍ତ୍ରୀଙ୍କର ସବୁ ସମୟରେ ଫୋକସରେ ଥାଏ ଓଡ଼ିଶା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login