ଭୁବନେଶ୍ୱର : ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ । ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢୀ । ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିଛନ୍ତି ଜୟ । ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ଶପଥ ନେଲେ । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।
Views: 48











