The Ultimate Managed Hosting Platform
ADVERTISEMENT

SI କେଳେଙ୍କାରୀ ; ବ୍ରହ୍ମପୁରରେ ସିବିଆଇ ଟିମ

Facebook
Twitter
LinkedIn

ଭୁବନେଶ୍ୱର : ବ୍ରହ୍ମପୁରରେ CBI ଟିମ୍ । ବ୍ରହ୍ମପୁରରେ ପହଞ୍ଚିଲେ CBI ଟିମ । ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ କରୁଛି ସିବିଆଇ ଟିମ । ଆଜି ଭିଜିଲାନ୍ସ କୋର୍ଟରେ ଶଙ୍କର ପୃଷ୍ଟି, ସାଗର ଗୌଡ଼, ସୁରେଶ ନାୟକ ଓ ଅରବିନ୍ଦଙ୍କ ବେଲ ପିଟିସନର ଶୁଣାଣି ଅଛି । ଏଥିପାଇଁ CBI ଟିମ ସେହି କୋର୍ଟ ପହଞ୍ଚିଛି । ସେପଟେ ମୂଳ ମାମଲା jmfc ଗ୍ରାମୀଣ କୋର୍ଟରେ ପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login