ଭୁବନେଶ୍ୱର : ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିଦେ୍ର୍ଦଶିକା ମନୋରମା ମହାନ୍ତି । ଅବପାତର ରୂପ ନେଇଛି ଦକ୍ଷିଣ ।ଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ । ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ । ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡିଶା ଉପରେ ରହିବ ନାହିଁ । କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ । ଶୀତର ପ୍ରଭାବ ସାମାନ୍ୟ ରହିବ । କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ ଶୀତ ଅନୁଭୂତ ହେବ ।
Views: 48











