The Ultimate Managed Hosting Platform
ADVERTISEMENT

ସ୍କୁଟିକୁ ପିଟିଲା ଟ୍ରକ , ଚାଲିଗଲା ବୃଦ୍ଧଙ୍କର ଜୀବନ

Facebook
Twitter
LinkedIn

ସୁବର୍ଣ୍ଣପୁର : ସ୍କୁଟିକୁ ପିଟିଲା ଟ୍ରକ । ଚାଲିଗଲା ବୃଦ୍ଧଙ୍କର ଜୀବନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ତିନି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ କୁମାରକେଳି ଗାଁର ଶରତ ମହାପାତ୍ର । ପ୍ରତିବାଦରେ ସୋନପୁର-ବୀରମହାରାଜପୁର ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ । ଦୁର୍ଘଟଣା ଘଟାଇ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ମାରିଥିବାବେଳେ ଉତ୍ୟକ୍ତ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୁରଣ ଦାବୀ ସହ ଫେରାର ଡ୍ରାଇଭରକୁ ଗିରଫ ଦାବୀରେ ରାସ୍ତା ଅବରୋଧ କରିଛନ୍ତି । ବୀରମହାରାଜପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login