The Ultimate Managed Hosting Platform
ADVERTISEMENT

୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ , କାର୍ଯ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ

Facebook
Twitter
LinkedIn

କଟକ : କଟକ ଜିଲ୍ଲାର ୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶ ଦେଲେ କଟକ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ । ଜନ ଶୁଣାଣି କାର୍ୟ୍ୟରେ ଅବହେଳା ପାଇଁ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ । ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲା ଟ୍ରେଜେରୀ ଅଫିସର୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ଅଛନ୍ତି ସିଏମସି କମିଶନର, କଟକ ଏସପି, କଟକ ସବ୍ କଲେକ୍ଟର, କଟକ ସିଡିଏମଓ, କଟକ ଡିଇଓ, ବାରଙ୍ଗ, ବଡ଼ମ୍ବା , ମାହାଙ୍ଗା, ନିଆଳି, ସାଲେପୁର ର ତହସିଲଦାରଙ୍କ ସମେତ କଟକ ଡିସିପିଙ୍କ ଭଳି ବଡ଼ ବଡ଼ ବାବୁଙ୍କ ନାମ ଏହି ତାଲିକାରେ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login