The Ultimate Managed Hosting Platform
ADVERTISEMENT

କେଭି, ଲକ୍ଷ୍ମଣଙ୍କ ବିରୋଧରେ ଚାଲିବ ମାମଲା

Facebook
Twitter
LinkedIn

ଭୁବନେଶ୍ୱର : ପାଟଣାଗଡ ଓ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲା । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ଚାଲିବ ମାମଲା । ଉଭୟଙ୍କ ।ବେଦନ ଖାରଜ କଲେ ହାଇକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଉଭୟ ଆବେଦନ କରିଥିଲେ । ୨୦୨୪ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଥିଲେ ଲକ୍ଷ୍ମଣ ବାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login