The Ultimate Managed Hosting Platform
ADVERTISEMENT

୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ; ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଦ୍ୟାଳୟ ପ୍ରସଙ୍ଗ । ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ । ୨୯୦ ଉଚ୍ଚ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ । ରାଜ୍ୟରେ ସମୁଦାୟ ସରକାରୀ ସ୍କୁଲ ସଂଖ୍ୟା ୪୮୫୨୨ । ୧୧୪ଟି ସ୍କୁଲରେ ଶୈାଚାଳୟ ନାହିଁ ।ଏ ନେଇ ଗୃହରେ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login