ଭୁବନେଶ୍ୱର : ବିଧାନସଭା ଶୀତ ଅଧିବେଶନ ତୃତୀୟ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ । ମହିଳା ଓ ଶିଶୁ ବିକାଶ ବିଭାଗ ଉପରେ ଚାଲିଛି ପ୍ରଶ୍ନୋତ୍ତର । ଗୃହରେ ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ମନ୍ତ୍ରୀ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉତ୍ତର । ୨୦,୧୫୦ ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ । ରାଜ୍ୟରେ ମୋଟ ୭୪,୨୨୪ଟି ଅଙ୍ଗନବାଡି କେନ୍ଦ୍ର ଅଛି । ଏବେ ୫୪,୦୭୪ଟି ଅଙ୍ଗନବାଡି ନିଜସ୍ୱ ଗୃହରେ ଚାଲିଛି । ୧୦,୪୧୬ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ପରିବର୍ତ୍ତନ । ୪୫୭୪ଟି ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ୧୦,୪୬୯ଟି ଅଙ୍ଗନବାଡି କେ୍ଦ୍ର କମ୍ୟୁନିଟି ସେଣ୍ଟରରେ ଚାଲିଛି । ଆଜି ବି ୩୮୯୦ଟି ଅଙ୍ଗନବାଡି କେନ୍ଦ୍ର ଭଡା ଘରେ ଚାଲିଛି । ଖୁବଶୀଘ୍ର ନିଜସ୍ୱ ଗୃହରେ ଚାଲିବ ରାଜ୍ୟର ସବୁ ଅଙ୍ଗନବାଡି । ଜାଗା ନ ଥିଲେ ପଞ୍ଚାୟତିରାଜ ବିଭାଗ ସହ ଯୋଗରେ କିଣାଯିବ ଜାଗା । ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀଙ୍କ ଉତ୍ତର ।
୨୦,୧୫୦ ଅଙ୍ଗନବାଡି ଘର ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







