ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ କେତେ ସତ୍ୟତା ଅଛି କମିଟି ତର୍ଜମା କରିବ । ଏହା ଗୁଜବ ନା ସତ୍ୟ ତାହାକୁ ମଧ୍ୟ ପରୀକ୍ଷା ନିରୀକ୍ଷା କରାଯାଉଛି। ଯଦି ସେ ଏଭଳି ମନ୍ତବ୍ୟ ଦେଇଥାନ୍ତି ଓ କମିଟି ରିପୋର୍ଟ ଦିଅନ୍ତି ତେବେ ତାଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।ବିବାଦରେ ଲୋକପ୍ରିୟ ସୋସିଆଲ ମିଡିଆ ଇନ୍ଫ୍ଲୁଏନସର ଶୁଭଙ୍କର ମିଶ୍ରା। ପୁରୀଶ୍ରୀମନ୍ଦିରକୁ ନେଇ ଦେଲେ ବିବାଦୀୟ ଟିପ୍ପଣୀ। ମନ୍ଦିର ଉପରେ ଲଗାଇଲେ ବଡ଼ ଆରୋପ। କୌଣସି ପ୍ରେମୀଯୁଗଳ ଯଦି ମନ୍ଦିର ଯାନ୍ତି ତେବେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବା ସେମାନେ ବିବାହ କରିପାରନ୍ତି ନାହିଁ ବୋଲି ନିଜ ପଡ୍କାଷ୍ଟରେ କହିଛନ୍ତି ଶୁଭଙ୍କର। ବଡ଼ ବଡ଼ ଚ୍ୟାନେଲରେ ନିଉଜ୍ ଆଙ୍କର ଭାବେ କାମ କରିସାରିଥିବା ଶୁଭଙ୍କରଙ୍କ ଏଭଳି ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











