The Ultimate Managed Hosting Platform
ADVERTISEMENT

ତଡିପାର ହେଲେଣି ୪୯ ବାଂଲାଦେଶୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରୁ ତଡିପାର ହେଲେଣି ୪୯ ବାଂଲାଦେଶୀ । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବାଂଲାଦେଶ ପଠାଗଲାଣି । ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ ୬, କନ୍ଧମାଳରୁ ୩ , କୋରାପୁଟରୁ ୧ ଜଣଙ୍କୁ ତଡିପାର କରାଯାଇଛି । ଆଉ ୨ ବାଂଲାଦେଶୀ ଜାଲ ପାସପୋର୍ଟ କରି ଧରାପଡିଛନ୍ତି । ଧରାପଡିଥିବା ୨ ବାଂଲାଦେଶୀଙ୍କ ନାଁରେ ମାମଲା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login