ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛରୁ ଏକ ଟେମ୍ପୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତ୍ୟୁ ହୋଇଥିବା ୬ ଜଣ ଗୋଟିଏ ପରିବାରର ସଦସ୍ୟ ବୋଲି ସ୍ପଷ୍ଟ କରିଛି ପୋଲିସ । ଏଥିସହ ଏହି ଦୁର୍ଘଟଣାରେ ଆହତ ହୋଇଥିବା ୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ସେମାନଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳୁଛି ।
ସୂଚନାନୁଯାୟୀ, ଟେମ୍ପୋରେ ଥିବା ଲୋକମାନେ ରଫତପୁରରୁ ଏକ ମ୍ୟାରେଜ୍ ପାର୍ଟିକୁ ଯାଉଥିବାବେଳେ କଟଘର ଥାନା ଅଞ୍ଚଳର ରଫତପୁର ଅଣ୍ଡରପାସ୍ର ଜିରୋ ପଏଣ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ମୃତକମାନଙ୍କ ପରିଚୟ ଚିହ୍ନଟ କରିଛି ପୋଲିସ । ସମସ୍ତେ ମୋଟିଏ ପରିବାରର ଏବଂ କୁଣ୍ଡାରକି ଅବଦୁଲ୍ଲାପୁର ଗାଁର ବାସିନ୍ଦା ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । ଅନ୍ୟ ୫ ଜଣ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି ।
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











